Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ହାତୀ ଉପଦ୍ରବରେ ଏକର ଏକର ଫସଲ ନଷ୍ଟ, ବନବିଭାଗର ବିଫଳତାକୁ ନେଇ ଅସନ୍ତୋଷ

4/02/2020 at 10:18 AM

ତେଲକୋଇ ୦୪।୦୨:  କେନ୍ଦୁଝର ଜିଲ୍ଲା ତେଲକୋଇ ରେଞ ଅଧିନସ୍ଥ ବନବିହାରୀପୂର ଗାଁରେ ହାତୀପଲ ଙ୍କ ଉପଦ୍ରବ । ସୋମବାର ବିଳମ୍ବିତ ରାତିରେ ହାତୀପଲ ଗାଁ ଭିତରେ ପଶି ଉପଦ୍ରବ କରିଛନ୍ତି  । ଚାଷୀ ମାନଙ୍କ ଏକର ଏକର ଆଳୁ ଫସଲକୁ  ଖାଇଯିବା ସହ ଦଳିମକଚି ନଷ୍ଟ କରିଦେଇଛନ୍ତି । 

 ଗାଁ ପାଖ ଜଙ୍ଗଲରେ ହାତୀପଲ ବୁଲୁଥିବାରୁ ଲୋକେ ଭୟଭିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି ।  ରାତିରେ ହାତୀପଲଙ୍କୁ ଘଉଡାଇବା ପାଇଁ ଗାଁ ଲୋକେ ଏକାଠି ହୋଇ ଚେଷ୍ଟା କରି ବିଫଳ ହୋଇଛନ୍ତି । ବିଭିନ୍ନ ସମୟରେ ଚାଷୀ ଙ୍କ ବିଭିନ୍ନ ଫସଲ  ହାତୀପଲ ଉଜାଡି ଦେଉଥିବାରୁ  ଚାଷୀ ଏବେ ମୁଣ୍ଡରେ ହାତଦେଇ ବସିଛି । ବନବିଭାଗ ହାତୀମାନଙ୍କ ଗତିବିଧି ଅନୁଧ୍ୟାନ କରି ହାତୀ ଙ୍କୁ ଘଉଡାଇବାରେ ବିଫଳ ହେବା ଯୋଗୁଁ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି ।

   Related Posts