Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଉଲୁଣ୍ଡା ରେଞ୍ଜରେ ହାତୀ ଉପଦ୍ରବ, ଘର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ

13/12/2019 at 9:23 AM

ସୋନପୁର ୧୩।୧୨: ସୋନପୁର ଜିଲ୍ଳା ଉଲୁଣ୍ଡା ରେଞ୍ଜ କୁତମେଣ୍ଡା ଗାଁରେ ହାତୀ ଆତଙ୍କ ।  ଦନ୍ତା ହାତୀ ଗାଁ ଭିତରକୁ ପଶି ଆସି ଉତ୍ପାତ ମତାଇଛି, ଦୁଇଟି ପରିବାର ଚାରି ବଖରା ଭାଙ୍ଗିଦେଇଛି ।

ସୂଚନାଯୋଗ୍ୟ ଯେ, ହାତୀପଲ ଘରେ ପଶି ଧାନ ଖାଇ ଦେବା ସହ ଘରର ଆଶାବାପତ୍ର ଭାଙ୍ଗି ଦେଇଛି । ଗ୍ରାମବାସୀ ଯେତେ ହାତୀ ଘଉଡ଼ାଇଲେ ମଧ୍ୟ ହାତୀ  ଗାଁ ଛାଡୁ ନାହାନ୍ତି ହାତୀ ପଲ । ଗତ ମାସେ ହେଲେ ୩୨ ଟି ହାତୀ ଉଲୁଣ୍ଡା ରେଞ୍ଜ ରେ ବ୍ୟପକ କ୍ଷତି କରିଆସୁଛନ୍ତି । ବନ ବିଭାଗ ହାତୀ ଘଉଡାଇବା ପାଇଁ ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି ।

   Related Posts