Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ବାଇକ୍‌କୁ ଭାଙ୍ଗିଦେଲା ଦନ୍ତା, ଅଳ୍ପକେ ବର୍ତ୍ତିଲେ ଯୁବକ

12/12/2019 at 12:20 PM

କରଞ୍ଜିଆ ୧୨।୧୨: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ଜାରି ରହିଛି ହାତୀ ଆତଙ୍କ । ବେଶ୍ କିଛି ଦିନ ହେଲା ଏଠାରେ ଉତ୍ପାତ ମଚାଇଛନ୍ତି ୨୨ଟିକିଆ ହାତୀ ପଲ । କରଞ୍ଜିଆ ବନଖଣ୍ଡ ସୁକୃଳି ବ୍ଲକ୍ କୁଜିଆମ ଗାଁରେ ଦନ୍ତା କବଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଜଣେ ଯୁବକ ।

ଯୁବକ ଜଣକ ବାଇକରେ ଯାଉଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ । ଜୀବନ ବିକଳରେ ବାଇକ ଛାଡି ପଳାଇଥିଲେ । କିନ୍ତୁ ଏକ ଦନ୍ତା ରାଗରେ ବାଇକଟିକୁ ଦଳି ଭାଙ୍ଗି ଦେଇଛି ।

   Related Posts