ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ ; ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ସନ୍ଦେହ
2/01/2019 at 2:06 PM

ଢେଙ୍କାନାଳ ୦୨|୦୧: ଜଙ୍ଗଲରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳର ଦୁଦୁରୁକୋଟ ଗାଁ ନିକଟସ୍ଥ କଞ୍ଜାମୁଣ୍ଡିଆରୁ ଜଙ୍ଗଲରୁ ମିଳିଲା ମୃତଦେହ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ବନ ବିଭାଗର ତଦନ୍ତ ଆରମ୍ଭ କରିଛି ।
Related Posts
STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
26 January 2021