Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ, ୩୪୭୧ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କାମାକ୍ଷାନଗରରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଙ୍ଘର୍ଷ : ଜଣେ ମୃତ, ୨ ଗୁରୁତର
  • ||
  • ନୟାଗଡ : ୫ ଦିନ ପରେ ମିଳିଳା ନିଖୋଜ ଶିଶୁକନ୍ୟାର ମୃତଦେହ, ଶରୀରଠୁ ଅଲଗା ହୋଇ ପଡିଛି ମୁଣ୍ଡ
  • ||
  • ଖୋର୍ଦ୍ଧା : ଠାକୁରପଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା ଘଟଣା, ୩ ଗିରଫ
  • ||
  • ଭୁବନେଶ୍ୱର : ୧୮ ଓ ୧୯ରେ ବଢିବ ବର୍ଷା, ୨୦ରୁ ବଦଳିବ ପାଗ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଅନୁଗୋଳ ପାଲଲହଡା ବଡଗୁଣ୍ଡି ଗ୍ରାମ୍ୟ ଜଙ୍ଗଲରେ ହାତୀର ମୃତ୍ୟୁ

9/11/2018 at 3:06 PM

ଅନୁଗୋଳ ୯|୧୧:  ଅନୁଗୋଳ ଜିଲ୍ଲା ପାଲଲହଡା ବଡଗୁଣ୍ଡି ଗ୍ରାମ୍ୟ ଜଙ୍ଗଲରେ ଏକ ହାତୀର ମୃତ୍ୟୁ ହୋଇଛି। ହାତୀଟି ଏକ ନାଳରେ ପଡିଯାଇଥିଲା । ହାତୀର ମୃତଦେହ ବନ ବିଭାଗ ନାଳ ମଧ୍ୟରୁ ଉଠାଇଛନ୍ତି । ହାତୀଟିର ବୟସ ୨୦ ରୁ ୨୫ବର୍ଷ ଭିତରେ ହେବ। ହାତୀ ମୃତ୍ୟୁର କାରଣ ସଠିକ୍ ଭାବେ ଜଣାପଡିନାହିଁ। ଘଟଣାସ୍ଥଳରେ ଖମାର ରେଞ୍ଜର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

   Related Posts