Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ହାତୀର ମୃତଦେହ ଠାବ, ବନବିଭାଗର ତଦନ୍ତ ଜାରି

29/12/2019 at 2:46 PM

ନୀଳଗିରି ୨୯।୧୨: ମାଇହାତୀର ମୃତଦେହ ଠାବ ହୋଇଛି । ବାଲେଶ୍ବର ଜିଲ୍ଲାରେ ଥିବା କୁଲଡିହା ଗୁହିରାଡାହି ଅଭୟାରଣ୍ୟରେ ମାଇ ହାତୀର ମୃତଦେହ ଠାବ କରାଯାଇଛି । ବନକର୍ମଚାରି ପେଟ୍ରୋଲିଂ କରିବା ବେଳେ ହାତୀର ମୃତ୍ୟୁ ହୋଇଥିବା ସୂଚନା ପାଇଥିଲେ। ହାତୀଟି ଦୁଇ ତିନି ଦିନ ପୂର୍ବରୁ ମୃତ୍ୟୁ ହୋଇଥିବା ଜଣାପଡିଛି। ତେବେ ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚ ତଦନ୍ତ ଜାରି ରଖିଛି । ଘଟଣାସ୍ଥଳରେ ହାତୀର ଶବ ବ୍ୟବେଚ୍ଛେଦ ପାଇଁ ପଶୁ ଡାକ୍ତରଙ୍କ ଏକ ଟିମ୍ ପହଞ୍ଚିଛି । ତେବେ ହାତୀ ମୃତ୍ୟୁର କାରଣ ପାଇଁ ଡିଏଫଓ ବିଶ୍ବରାଜ ପଣ୍ଡା ଏସିଏଫଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

   Related Posts