Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଦନ୍ତାହାତୀର ମୃତଦେହ ଠାବ

22/11/2019 at 8:11 AM

ଖୋର୍ଦ୍ଧା ୨୨।୧୧: ଟାଙ୍ଗି ରେଞ୍ଜ ଅନ୍ତର୍ଗତ ରାମେଶ୍ବର ଅଞ୍ଚଳରୁ ଗୋଟେ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ରାମେଶ୍ବର ଅଞ୍ଚଳରୁ ଗୋଟିଏ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ହାତୀର ମୃତଦେହ ପଡିଥିବା ଦେଖି ସ୍ଥାନୀୟଲୋକେ ବନବିଭାଗକୁ ଖବର ଦେଇଥିଲେ । ଟାଙ୍ଗି ବନ ବିଭାଗ ରେଞ୍ଜରଙ୍କ ସୂଚନା ଅନୁସାରେ ଗତ କିଛି ଦିନ ହେଲା ସ୍ଥାନୀୟ ଅଞ୍ଚଳରେ ୩୨ ଟି ହାତୀ ଉପଦ୍ରବ ଲାଗିରହିଥିଲା । ଖୋର୍ଦ୍ଧା ବନବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

   Related Posts