Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଖି ବୁଜିଲା ଅସୁସ୍ଥ ଦନ୍ତା, କିଛି ଦିନ ଧରି ଚାଲୁଥିଲା ଚିକିତ୍ସା

23/10/2021 at 12:50 PM

ଢେଙ୍କାନାଳ ୨୩।୧୦ : ଆଖି ବୁଜିଲା ଆହତ ଦନ୍ତା । ଢେଙ୍କାନାଳ ଜିଲ୍ଲା ଷଢଙ୍ଗୀ ବନାଞ୍ଚଳର ଲହଡ଼ା ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି । ମୃତ ଦନ୍ତା ହାତୀର ବୟସ ୧୦ବର୍ଷ ହେବ ବୋଲି ଅନୁମାନ କରାଯାଇଛି ।

ଖବର ଅନୁଯାୟୀ,  ହାତୀଟି ଅସୁସ୍ଥ ହୋଇ ପଡ଼ିଥିବା ଖବର ପାଇଁ ବନ ବିଭାଗ ପକ୍ଷରୁ ଗତ ଦୁଇଦିନ ହେଲା ଚିକିତ୍ସା କରାଯାଉଥିଲା । ମାତ୍ର ଶନିବାର ଦିନ ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡିଛି । ହାତୀର ହାଡରେ କୌଣସି ସଂକ୍ରମଣ ଯୋଗୁଁ ଅସୁସ୍ଥ ହୋଇ ପଡିଥିଲା । ବନବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ କରାଯାଇ ମୃତ୍ୟୁର କାରଣ ଖୋଜାଯାଉଛି ।

   Related Posts