Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

ମାଈ ହାତୀର ମୃତ୍ୟୁ

4/06/2018 at 5:41 AM

ମାଈ ହାତୀର ମୃତ୍ୟୁ । ଢେଙ୍କାନାଳ ସଦର ବନାଞ୍ଚଳ ରେଞ୍ଜ ଇଚ୍ଛାପୁର ବଉଳସାହି ଅଞ୍ଚଳରେ ଏକ ମାଈ ହାତୀର ମୃତ୍ୟୁ ହୋଇଛି । ବଉଳସାହି ନିକଟରେ ଥିବା ଏକ ଜୋରକୁ ପାଣି ପିଇବାକୁ ଆସିଥିବା ବେଳେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ପ୍ରଥମେ ସନ୍ଦେହ କରାଯାଉଥିଲା । କିନ୍ତୁ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ରୋଗ ଗ୍ରସ୍ତ ହୋଇ ହାତୀଟିର ମୃତ୍ୟୁ ହୋଇଥିବା କହିଛି । ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇଯିବ ।

Leave a Reply

   Related Posts