Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଗାଁ ନିକଟରେ ବୁଲୁଛି ଗୋଠଛଡା ଦନ୍ତା : ଲୋକେ ଭୟଭୀତ, ସତର୍କ କଲା ବନ ବିଭାଗ

2/12/2021 at 9:41 AM

ପାଟଣା ୨।୧୨: ଗାଁ ନିକଟରେ ବୁଲୁଛି ଗୋଠ ଛଡା ଦନ୍ତା । ଯାହାକୁ ନେଇ ଭୟଭୀତ ଅବସ୍ଥାରେ ରହିଛନ୍ତି ଲୋକେ । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଗୋହିରା ଗାଁ ନିକଟରେ ଏହି ଗୋଠ ଛଡା ଦନ୍ତାକୁ ଦେଖିବାକୁ ମିଳିଛି । ବନ ବିଭାଗ ପକ୍ଷରୁ ଅନ୍ୟ ହାତୀପଲଙ୍କ ସହ ଗୋଠ ଛଡା ଦନ୍ତାକୁ ମିଶାଇବାକୁ ଉଦ୍ୟମ ସହ ଅଞ୍ଚଳବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ଦୁଇ ଦିନ ହେବ ୨୬ଟିକିଆ ହାତୀପଲ ପାଟଣା ରେଞ୍ଜକୁ ପ୍ରବେଶ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ଦନ୍ତା ହାତୀଟି ଅଲଗା ହୋଇଛି। ଏବେ ଅମଳ ପାଇଁ ରଖାଯାଇଥିବା ଧାନକୁ ଖାଇ ନଷ୍ଟ କରୁଛନ୍ତି ହାତୀପଲ। ଦିନ ବେଳେ ହାତୀପଲ କରଞ୍ଜିଆ ଓ ଠାକୁରମୁଣ୍ଡା ରେଞ୍ଜରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ପାଟଣା ରେଞ୍ଜକୁ ପଶି ଆତଙ୍କ ଖେଳାଉଛନ୍ତି।  ଅନ୍ୟ ୨୫ଟିକିଆ ହାତୀ ପଲ ଏବେ ଠାକୁରମୁଣ୍ଡା ରେଞ୍ଜ ପଡ଼ିଆବେଡା ନିକଟରେ ଥିବା ବେଳେ ଗୋଟିକିଆ ଦନ୍ତା ଗୋଠ ଛଡ଼ା ହୋଇ ଗୋହିରା ଗାଁ ନିକଟରେ ବୁଲୁଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

   Related Posts