Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ଦୁଧିଆଣି ରେଞ୍ଜରେ ଝାଡଖଣ୍ଡୀ ହାତୀପଲଙ୍କ ଉତ୍ପାତ, ନଷ୍ଟ କଲେ ବ୍ୟାପକ ଧାନ ଫସଲ

7/11/2020 at 9:19 AM

କରଞ୍ଜିଆ ୭।୧୧: ଏକର ଏକର ଧାନ ଫସଲ ନଷ୍ଟ କଲେ ୨୨ ଟିକିଆ ଝାଡଖଣ୍ଡ ହାତୀପଲ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ କୁଇତା, କେଞ୍ଜରା ଓ ଟାଙ୍ଗବିଲା ଅଞ୍ଚଳରେ ହାତୀ ପଲ ଉପଦ୍ରବ କରୁଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି ହାତୀପଲ ।

ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ପଲଙ୍କୁ ଘଉଡାଇବାକୁ ଉଦ୍ୟମ ଜାରି ରହିଛି ।

   Related Posts