Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦଳା : ଖାକି ଉପରେ ଖାକିର ଜୁଲମ୍, ବିଚ୍ ରାସ୍ତାରେ ଏସଆଇଙ୍କୁ ଆକ୍ରମଣ କଲେ ଜେଲ୍ ଓ୍ୱାର୍ଡର
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୪୩୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଗାଜା ଉପରେ ଇସ୍ରାଏଲର ପୁଣି ରକେଟ୍ ଆକ୍ରମଣ, ଭାଙ୍ଗିଲା ଅସ୍ତ୍ରବିରତି ରାଜିନାମା
  • ||
  • ମର୍ମନ୍ତୁଦ ଦୁର୍ଘଟଣା : ଟ୍ରଲରକୁ ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||

ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ, ଫସଲ ନଷ୍ଟ କଲେ ହାତୀ ପଲ

29/06/2019 at 9:51 AM

କେନ୍ଦୁଝର ୨୯|୬: କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରରୁଆଁ ଗୋଡା ଗ୍ରାମରେ ହାତୀ ଉତ୍ପାତ । ବିଳମ୍ବିତ ରାତିରେ ହାତୀ ପଲ ପଶି   ଧାନ ଖାଇବା ସହିତ ଏକର ଏକର ଚାଷ ଜମିରେ ଫସଲ ଦଳି ଚକଟି ନଷ୍ଟ କରିଛନ୍ତି । ହାତୀପଲରେ ୧୮ ଟି ହାତୀ ଥିବା ବେଳେ ବନ ବିଭାଗ ପକ୍ଷରୁ ହାତୀ ଙ୍କୁ ଘଉଡାଇବା ପାଇଁ ପ୍ରୟାସ ଜାରି ରହିଛି। ହାତୀ ପଲ ଏବେ ବୈତରଣୀ ନଦୀ ପାର ହୋଇ ମୟୁରଭଞ୍ଜ ଜିଲ୍ଲା ଫୁଲକମ୍  ନିକଟରେ ଥିବା ଜଣା ପଡିଛି।

   Related Posts