Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ, ଫସଲ ଖାଇ ନଷ୍ଟ କଲେ ହାତୀ ପଲ

2/07/2019 at 1:11 PM

ପାଟଣା ୨|୭:  କେନ୍ଦୁଝର ଚମ୍ପୁଆ ରେଞ୍ଜରେ ପୁଣି ହାତୀ ଉପଦ୍ରବ । ଦିନକୁ ଦିନ ସ୍ଥାନୀୟ ଅଞ୍ଚଳରେ ହାତୀ ଉତ୍ପାତ ବଢିବାରେ ଲାଗିଛି । ଚମ୍ପୁଆ କଲେଜ ପାଖରେ ଥିବା ରାମଳାରେ ଏକ ମକାବାଡି ରେ ପଶି ମକା ଫସଲ ଖାଇ ନଷ୍ଟ କରିଦେଇଛନ୍ତି ୧୮ଟିକିଆ ହାତୀ ପଲ ।

ଏଥିସହ ନୂଆଗାଁ ରେ ମଧ୍ୟ ଧାନ ଫସଲ ଖାଇବା ସହିତ  ଦଳିକୁଦି ନଷ୍ଟ କରି ଦେଇଛନ୍ତି । ଜୟନ୍ତୀନାପୁର ରେ ଜଣଙ୍କ ଘର ମଧ୍ୟ ଭାଙ୍ଗିଦେଇଛନ୍ତି ଏହି ହାତୀପଲ । ଏବେ ହାତୀ ପଲ ଏବେ ପତଳା ଜଙ୍ଗଲରେ ରହିଥିବା ଜଣାପଡିଛି। ସେପଟେ ହାତୀଙ୍କ ଗତିବିଧି ଉପରେ ନଜର ରଖିଥିବା ବନ ବିଭାଗ କହିଛି ।

   Related Posts