Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦଳା : ଖାକି ଉପରେ ଖାକିର ଜୁଲମ୍, ବିଚ୍ ରାସ୍ତାରେ ଏସଆଇଙ୍କୁ ଆକ୍ରମଣ କଲେ ଜେଲ୍ ଓ୍ୱାର୍ଡର
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୪୩୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଗାଜା ଉପରେ ଇସ୍ରାଏଲର ପୁଣି ରକେଟ୍ ଆକ୍ରମଣ, ଭାଙ୍ଗିଲା ଅସ୍ତ୍ରବିରତି ରାଜିନାମା
  • ||
  • ମର୍ମନ୍ତୁଦ ଦୁର୍ଘଟଣା : ଟ୍ରଲରକୁ ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୨ ମୃତ
  • ||

କେନ୍ଦୁଝରରେ ଜଙ୍ଗଲରେ ପସିଲେ ହାତୀ ପଲ

1/01/2019 at 12:28 PM

କେନ୍ଦୁଝର ୦୧|୦୧: ଜଙ୍ଗଲକୁ ଧସେଇ ପସିଲେ ୯ଟି ବଣୁଆ ହାତୀ ପଲ । କେନ୍ଦୁଝର ଜିଲ୍ଲା ଝୁମ୍ପୁରା କଲେଜ ପଛପଟ ୟୁକାଲିପଟାସ ଜଙ୍ଗଲରେ ପଶିଛନ୍ତି ହାତୀ ପଲ । ହାତୀପଲଙ୍କୁ ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ପାଖରେ ଟାଉନ୍ ଓ ମାର୍କେଟ୍ ଥିବାରୁ ସତର୍କ ରହିବାକୁ ଲୋକଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି । ହାତୀ ଘଉଡାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ।

   Related Posts