Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

22/06/2018 at 6:17 AM

ବୃଦ୍ଧଙ୍କୁ ଦଳିଦେଲା ହାତୀ । ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଫରେଷ୍ଟରେଞ୍ଜ୍ ର କଟଙ୍ଗିଝରିଆ ଗାଁରେ । ମୃତକ ଲାଲଦେଓ ସିଂହ । ଲାଲଦେଓ ଘରୁ ବାହାରକୁ ଯାଉଥିବା ବେଳେ ହାତୀ ଆକ୍ରଣର ଶୀକାର ହୋଇଥିଲେ । ହାତୀଟି ପଛପଟୁ ଆସି ତାଙ୍କୁ ଆକ୍ରମଣ କରିଥିଲା । ତଳେ ପକାଇ ଦଳି ଦେଇଥିଲା । ଘଟଣାସ୍ଥଳରେ ଲାଲଦେଓଙ୍କ ମୃତ୍ୟୁ ହୋଇଛି । ଝାରଖଣ୍ଡୀ ହାତୀ ୪ ରୁ ୫ ମାସ ହେଲା ଏହି ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ଅନେକ କ୍ଷୟକ୍ଷତି କଲେଣି ହାତୀ ପଲ । ବନ ବିଭାଗ ହାତୀ ଘଉଡାଇବା ଦିଗରେ ଠୋସ୍ ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି ।

   Related Posts