Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ମହିଳାଙ୍କୁ ଘରୁ ଘୋଷାଡି ଆଣି କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବିରେ ରାସ୍ତାରୋକ

1/08/2019 at 8:55 AM

ଆଠମଲ୍ଲିକ ୧|୮: ମହିଳାଙ୍କୁ କଚାଡି ମାରିଲା ହାତୀ । ଆଠମଲ୍ଲିକ ବନଖଣ୍ଡ ହଣ୍ଡପା ରେଞ୍ଜର ପ୍ରତାପପୁର ଗାଁର ଅଭାବନୀୟ ଘଟଣା ଘଟିଛି । ମୃତ ମହିଳା ହେଲେ ମଞ୍ଜୁଲତା ସାହୁ ।

ସୂଚନାଯୋଗ୍ୟ ଯେ, ମଞ୍ଜୁଲତା ସାହୁ ଝାଡୁ କରୁଥିବା ବେଳେ ଘରୁ ହାତୀ ଘୋଷାଡି ଆଣି ଗାଁଠାରୁ ଅଧ କିଲୋମିଟର ଦୂରରେ କଚାଡି ମାରିଦେଇଛି । କ୍ଷତିପୂରଣ ଦାବିରେ ୫୫ ନମ୍ବର ଜାତୀୟ ରାଜପଥ ହଣ୍ଡପାଠାରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗିରହିଛି ।

ଗତ କିଛି ଦିନ ହେଲାଣି ସ୍ଥାନୀୟ ଅଞ୍ଚଳରେ ଏକ ହାତୀ ଉପଦ୍ରବ ଚଳାଇଛି । ଫସଲ ଓ ଘର ଭାଙ୍ଗୁଥିବା ବେଳେ ଏ ନେଇ ବାରମ୍ବାର ବନବିଭାଗକୁ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ନେଇନଥିବା ଅଭିଯୋଗ ହୋଇଛି ।

   Related Posts