Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ପାଟଣା ରେଞ୍ଜରେ ହାତୀ ପଲ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

10/09/2019 at 9:01 AM

କେନ୍ଦୁଝର ୧୦।୯: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ବାଇକଳା ଗ୍ରାମକୁ ବିଳମ୍ବିତ ରାତି ୨୩ ଟିକିଆ ଝାରଖଣ୍ଡୀ ହାତୀପଲ ଧସେଇ ପଶି ଧାନ ଫସଲ ଖାଇବା ସହିତ ଦଳି ଚକଟି ନଷ୍ଟ କରିଛନ୍ତି। ବାଇକଳା ଜଟିଆ ହୁଡ଼ି ଗୋଜିଟାଙ୍ଗିରି ଆଦି ଆଖପାଖ ଅଞ୍ଚଳରେ ଧାନ ଫସଲ ନଷ୍ଟ କରିଛନ୍ତି ।

କରଞ୍ଜିଆ ରେଞ୍ଜରୁ ବିଳମ୍ବିତ ରାତିରେ ହାତୀପଲ ଆସି ଧାନ ଫସଲ ନଷ୍ଟ କରିଛନ୍ତି। ହାତୀପଲକୁ ଦେଖି ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଥିବାବେଳେ ବନ ବିଭାଗ ହାତୀଙ୍କ ପଛେ ପଛେ ରହି ହାତୀଙ୍କ ଗତିପଥ ଉପରେ ନଜର ରଖିଛି।

   Related Posts