ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗାଲୁରୁ: ଶରୀରରୁ ଚର୍ବି ଘଟାଇବା ହେଲା କାଳ, ପ୍ଲାଷ୍ଟିକ ସର୍ଜରୀ ବେଳେ ଅଭିନେତ୍ରୀଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୩ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୫୬୯ କରୋନା ପଜିଟିଭ୍
  • ||
  • ଡାଇଭ୍ ମାରି କ୍ୟାଚ୍ ଧରିଲେ ଜନି ବେୟରଷ୍ଟୋ, ହେଲେ ଅମ୍ପାୟାର କହିଲେ ନଟଆଉଟ୍ ! ଜାଣନ୍ତୁ କାହିଁକି…
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ, ୨ ଗିରଫ
  • ||

ଘଟଗାଁ ବନାଞ୍ଚଳରେ ହାତୀ ଉପଦ୍ରବ ; ରାତିରେ ଜନବସତି ମୁହାଁ ହାତୀ

21/08/2018 at 12:29 AM

କେନ୍ଦୁଝର ୨୧/୮ : ଘଟଗାଁ ବନାଞ୍ଚଳ କାଳିମାଟି ଗାଁରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଏକର ଏକର ଧାନ ଫସଲ ନଷ୍ଟ କରିବା ସହ ରାତିରେ ଜନବସତି ମୁହାଁ ହୋଇଛନ୍ତି । ଏହି ହାତୀପଲରେ ୨ଟି ଛୁଆ ହାତୀ ସହ ୧୨ଟି ହାତୀ ଥିବା ଜଣାପଡିଛି । ହାତୀ ଉତ୍ପାତ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ହାତୀଙ୍କୁ ଘଉଡାଇବା ପାଇଁ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁନଥିବା ଅଭିଯୋଗ ହୋଇଛି ।

   Related Posts