Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଜଙ୍ଗଲୀ ହାତୀର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

25/09/2021 at 12:25 PM

କଳାହାଣ୍ଡି ୨୫।୯: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଢେପଗୁଡା ବିଟ୍ ବେଡାଲଖମନ ଜଙ୍ଗଲରେ ଜଙ୍ଗଲୀ ହାତୀର ମୃତଦେହ ଉଦ୍ଧାର । ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବ୍ଲକ୍ ପୋଖରୀବନ୍ଦ ପଞ୍ଚାୟତ ବିଶ୍ବନାଥପୁର ବନାଞ୍ଚଳ ଅଧୀନରେ ଥିବା ଢେପଗୁଡା ବିଟର ମୁକୁନ୍ଦପୁର ଗାଁ ନିକଟରେ ଥିବା ବେଡାଲଖମନ ଜଙ୍ଗଲଠାରେ ଏକ ଜଙ୍ଗଲୀ ହାତୀର ମୃତ୍ୟୁ ଘଟିଥିବା ଦେଖିବାକୁ ମିଳିଛି ।

କିଛି ମାସ ହେଲା ଜଙ୍ଗଲୀ ହାତୀପଲ ବ୍ଲକର ବିଭିନ୍ନ ଅଞ୍ଚଳରେ ବହୁ ଫସଲ ନଷ୍ଟ କରିବା ସହ ଘର ଦ୍ଵାର ମଧ୍ୟ ଭାଙ୍ଗିଥିବା ଦେଖିବାକୁ ମିଳିଥିଲା। ଗତିବିଧିକୁ ଅନୁଧ୍ୟାନ କରୁଥିବା ବେଳେ ହଠାତ ଏକ ଜଙ୍ଗଲୀ ହାତୀ ଢେପଗୁଡା ବିଟର ବେଡାଲଖମନ ଜଙ୍ଗଲରେ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ଖବର ପାଇ ବିଶ୍ବନାଥପୁର ବନ ବିଭାଗ ପକ୍ଷରୁ ଘଟଣାସ୍ଥଳରେ ଯାଇ ତଦନ୍ତ କରିଥିବା ଜଣାପଡ଼ିଛି । କେଉଁ କାରଣରୁ ହାତୀର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ ।

   Related Posts