Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଶିମିଳିପାଳରେ ମାଈ ହାତୀର ମୃତ୍ୟୁ, କିଡନୀ ଜନିତ ରୋଗରେ ମୃତ୍ୟୁ ସୂଚନା

12/05/2021 at 10:44 AM

କରଞ୍ଜିଆ ୧୨।୫: ଶିମିଳିପାଳ ଜାତୀୟ ଉଦ୍ୟାନରେ ଏକ ମାଈ ହାତୀର ମୃତ୍ୟୁ ହୋଇଛି । ହାତୀର ଆନୁମାନିକ ବୟସ ୪୫ ବର୍ଷ ହେବ ବୋଲି କୁହାଯାଉଛି । ଜାତୀୟ ଉଦ୍ୟାନ ରେଞ୍ଜ ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ବନ ବିଭାଗ କର୍ମଚାରୀମାନେ ହାତୀର ମୃତଦେହକୁ ଦେଖିବାକୁ ପାଇଥିଲେ । ହାତୀଟିର କିଡନୀ ଜନିତ ରୋଗରେ ମୃତ୍ୟୁ ହୋଇଥିବା ବନ ବିଭା ସୂଚନା ଦେଇଛି ।

   Related Posts