Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଧାନ ବିଲରୁ ମାଈ ହାତୀର ମୃତଦେହ ଠାବ

1/01/2021 at 3:31 PM

ଟାଂଗୀ ୧।୧: ଧାନ ବିଲରୁ ମାଈ ହାତୀର ମୃତଦେହ ଠାବ ହୋଇଛି । ଖୋର୍ଦ୍ଧା ଜିଲ୍ଲା ଟାଂଗୀ ବନ ବିଭାଗ ରେଂଜ୍ ଅଧିନସ୍ଥ ଖଜୁରିଆ ଗ୍ରାମର ଏକ ଚାଷ ଜମିରୁ ହାତୀ ମୃତଦେହ ଉଦ୍ଧାର କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ । ଟାଂଗୀ ବନ ବିଭାଗ ରେଂଜ୍ ଇଲାକାରେ ଏବେ ୩୨ଟି ହାତୀ ଅଛନ୍ତି । ରାମେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ୨୨ଟି ହାତୀ ଥିବା ଏକ ହାତୀ ପଲ ଉତ୍ପାତ କରୁଥିଲେ ।

   Related Posts