Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ସଙ୍କଟରେ ଗଜରାଜ, ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଠାବ

7/11/2020 at 8:18 AM

ଆଠଗଡ ୦୭।୧୧ : ସଙ୍କଟରେ ଗଜରାଜ । ଦନ୍ତାହାତୀର ମୃତଦେହ ଠାବ ହୋଇଛି ।  ଆଠଗଡ଼ ବନଖଣ୍ଡ ଅନ୍ତର୍ଗତ ଖୁଣ୍ଟୁଣୀ ବନାଞ୍ଚଳ ରାଜବଲ୍ଲଭପୁର ରିର୍ଜଭ ଫରେଷ୍ଟର ଘୁମାଘାସୁଆ ପାହାଡ ନିକଟରୁ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ବର୍ତ୍ତମାନ ସୁଦ୍ଧା ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

ମିଳିଥିବା ସୂଚନାନୁଯାୟୀ,  ହାତୀଟି ଗତ ଦୁଇଦିନ ହେବ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏନେଇ ବନବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।  ହାତୀଟିର ମୃତ୍ୟୁ କେଉଁ ପରିସ୍ଥିତିରେ ହେଲା, ତାହା ତଦନ୍ତ ପରେ ଜଣାପଡିବ। ଆଠଗଡ ବନଖଣ୍ଡରେ ଦୀର୍ଘ ଦିନ ହେବ ଚନ୍ଦକା ହାତୀ ପଲ ରହି ଆସୁଛନ୍ତି।

   Related Posts