Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

29/10/2021 at 8:58 AM

ଖୋର୍ଦ୍ଧା ୨୯/୧୦: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନାଞ୍ଚଳର ଗୋଡିପଡା ଏବଂ ଏହାର ଆଖପାଖ ଅଂଚଳରେ ୧୭ ଟିକିଆ ହାତୀ ପଲଙ୍କ ଉତ୍ପାତ । ହାତୀ ଉପଦ୍ରବ ଫଳରେ ଗୋଡିପଡା ଅଞ୍ଚଳରେ ଏକର ଏକର ଧାନ ଫସଲ ନଷ୍ଟ ହୋଇଛି । ଉଜୁଡା ଧାନ ବିଲକୁ ଦେଖି ଚିନ୍ତାରେ ଚାଷୀ । ଟାଙ୍ଗୀ ବନାଞ୍ଚଳ ବିଭାଗ ହାତୀପଲଙ୍କୁ ଜଙ୍ଗଲମୁହାଁ କରିବାରେ ବିଫଳ ହୋଇଛି। ବ୍ୟାପକ ଫସଲ ହାନୀକୁ ନେଇ ଲୋକେ ବନ ବିଭାଗକୁ ଦାୟୀ କରିଛନ୍ତି ।

   Related Posts