Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||
  • କମିଶନରେଟ ପୋଲିସ ପଞ୍ଝାରେ ୩ ଲୁଟେରା, ବାଇକ୍ ଓ ବନ୍ଧୁକ ଜବତ
  • ||
  • ସିଆରପିଏଫ କ୍ୟାମ୍ପ ଉପରେ ନକ୍ସଲ ଆକ୍ରମଣ, ୨ ଘଣ୍ଟା ଧରି ଚାଲିଲା ଗୁଳି ବିନିମୟ
  • ||
  • ଗାଁରେ ପଶିଲା ଭାଲୁ, ଆକ୍ରମଣ କରି ଜଣଙ୍କୁ ଘାଇଲା କଲା…
  • ||
  • ଭୋଟ୍‌ର ୨ ଦିନ ପୂର୍ବରୁ ପିପିଲିରେ ହିଂସା, ବିଜେପି ଅଫିସ ଉପରେ ବୋମାମାଡ଼ କଲେ ଦୁର୍ବୃତ୍ତ
  • ||
  • ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ବାତ୍ୟା ସମୟରେ ହେଉଥିଲା ଚାଲାଣ
  • ||

ତେଲକୋଇରେ ହାତୀ ଆତଙ୍କ : ଘର ଭାଙ୍ଗିବା ସହ ଖାଇଗଲେ ଧାନଚାଉଳ

9/09/2019 at 12:36 PM

କେନ୍ଦୁଝର ୯/୯: ଗତକାଲି ବିଳମ୍ବିତ ରାତିରେ ପଡାଙ୍ଗ ଗାଁ ଗୁହାଳପାଳ ସାହିରେ ହାତୀପଲ  ଆତଙ୍କ ସୃଷ୍ଟି କରିଛନ୍ତି। ଦୁଇ ଜଣଙ୍କ ଘର ଭାଙ୍ଗି ଧାନ ଚାଉଳ ଖାଇ ଯାଇଛନ୍ତି ।

ଘରେ ଶୋଇଥିବା ବେଳେ ଘଟଣା ଘଟାଇ ଥିଲେ ୧୦ଟିକିଆ ହାତୀ ଦଳ । ଯାହାକୁ ନେଇ ପରିବାର ସଦସ୍ୟ  ଜୀବନ ବିକଳରେ ଘରୁ ଦୈ।ଡି  ପଳାଇ ଥିଲେ । ହାତୀ ଦଳରେ ଦନ୍ତା ସହିତ ଦୁଇଟି ଛୁଆ ହାତୀ ମଧ୍ୟ ଅଛନ୍ତି । ଯାହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ଅଛନ୍ତି ।

   Related Posts