Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||

କରଞ୍ଜିଆ ଉପଖଣ୍ଡରେ ହାତୀ ଆତଙ୍କ : ୨ ଜଣଙ୍କୁ ମାରିବା ସହ ୫୦ ଘର ଭାଙ୍ଗିଲେ ହାତୀ

18/08/2019 at 11:05 AM

ମୟୂରଭଞ୍ଜ  ୧୮/୮: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଉପଖଣ୍ଡରେ ଗଜରାଜଙ୍କ ଆତଙ୍କ ଦେଖାଦେଇଛି। ଯଶିପୁର ବ୍ଲକ ସିରମଣିପୁର ଗାଁରେ ଘରଦ୍ବାର ଭଙ୍ଗାରୁଜା କରିବା ସହିତ ବ୍ୟାପକ ଫସଲ ନଷ୍ଟ କରିଛନ୍ତି ।

ପ୍ରାୟ ଏକ ମାସ ହେବ ଗାଁ ନିକଟରେ ଘୁରି ବୁଲୁଛନ୍ତି ୨୨ଟିକିଆ ଝାଡ଼ଖଣ୍ଡୀ ହାତୀ ପଲ। ବିଶେଷ କରି ରରୁଆଁ, ସୁକ୍ରୁଳି , ଯଶିପୁର ଅଞ୍ଚଳରେ ହାତୀ ଉତ୍ପାତ ମଚାଇଛନ୍ତି । ୨ ଜଣଙ୍କୁ ମାରିଥିବା ବେଳେ ୫୦ରୁ ଅଧିକ ଘର ମଧ୍ୟ ଭାଙ୍ଗିଥିବା ଜଣାପଡ଼ିଛି । ହାତୀଙ୍କୁ ଘଉଡ଼ାଇବା ପାଇଁ ବନ ବିଭାଗ ଉଦ୍ୟମ କରିଥିଲେ ମଧ୍ୟ ବନବିଭାଗର ସମସ୍ତ ଉଦ୍ୟମ ଫେଲ୍  ହୋଇଛି।

   Related Posts