Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀରେ ହାତୀ ଆତଙ୍କ

29/06/2020 at 3:49 PM

ଭୁବନେଶ୍ବର୨୯/୬: ଭୁବନେଶ୍ବର ଉପକଣ୍ଠ ଶିଖରଚଣ୍ଡୀ ନିକଟରେ ଜଙ୍ଗଲି ହାତୀ ଆତଙ୍କ। ସୋମବାର ସକାଳେ ୨ଟି ଜଙ୍ଗଲୀ ହାତୀ ପଶି ଆସିଥିଲେ। ଏହି ଖବର ପାଇବା ପରେ ବନ ବିଭାଗ ଅଧିକାରୀ ହାତୀକୁ ଘୋଡାଇବାକୁ ଚେଷ୍ଟା କରୁଛନ୍ତି। ହାତୀ ଆତଙ୍କରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି।  ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଆଜି ସକାଳେ ହଠାତ୍ ୨ଟି ହାତୀ ଗାଁ ଭିତରକୁ  ପ୍ରବେଶ କରିଥିଲେ।

   Related Posts