Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ହାତୀ ପଲଙ୍କ ଉପଦ୍ରବ ; ଘର ଭାଙ୍ଗିବା ସହିତ ବିଭିନ୍ନ ଆସବାବପତ୍ର କଲେ ନଷ୍ଟ

17/03/2019 at 1:43 PM

କଳାହାଣ୍ଡି ୧୭|୩ : ଗଜରାଜଙ୍କ ଆତଙ୍କରାଜ । କଳାହାଣ୍ଡି ଜିଲ୍ଲା ତରଙ୍ଗେଲ ଗାଁରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ୮ଟି ଘର ଭାଙ୍ଗିବା ସହିତ ବିଭିନ୍ନ ଆସବାବପତ୍ର ନଷ୍ଟ କରିଛନ୍ତି ହାତୀ ପଲ । କ୍ଷତିଗ୍ରସ୍ତ ଲୋକ  ରହିବା ପାଇଁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ହାତୀ ଘର ଭାଙ୍ଗିଦେଇଥିବାରୁ ସେମାନେ  ଖାଇବା ଓ ରହିବା ପାଇଁ ପାଖ ଗାଁ ଲୋକଙ୍କ ଉପରେ ନିର୍ଭର କରୁଛନ୍ତି । ତେବେ  ବନ ବିଭାଗ ତୁରନ୍ତ କ୍ଷୟକ୍ଷତିର ଆକଳନ କରି କ୍ଷତିପୂରଣ ଦେବାକୁ ଦାବି ହୋଇଛି ।

   Related Posts