Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ

15/10/2021 at 8:30 AM

ସମ୍ବଲପୁର, ୧୫|୧୦: ଦଶହରାରେ ଅଘଟଣ । ହାତୀ ଆକ୍ରମଣରେ କକା-ପୁତୁରା ମୃତ ।   ସମ୍ବଲପୁର ଜିଲ୍ଲା ରେଢାଖୋଲ ଅଞ୍ଚଳରେ ୨ ଜଣଙ୍କୁ ହାତୀ ଦଳି ଦେଇଥିବା ସୂଚନା ମିଳିଛି ।

ସୂଚନାନୁସାରେ, ଡିମିରିକୁଦା ନିଜ ଗାଁରୁ ସାଇକେଲରେ କକା-ପୁତୁରା ଆସିଥିଲେ । ସେମାନେ ଗାଁରୁ  ଏକ ସାଇକେଲରେ କେଉଁଆଡେ ଯାଉଥିଲେ । ତେବେ ରେଢାଖୋଲ ରେଞ୍ଜ୍ ଖୋଲଗଡ଼ ସଂରକ୍ଷିତ ଜଙ୍ଗଲରେ ସେମାନେ ହାତୀ ହାବୁଡରେ ପଡି ଯାଇଥିଲେ । ହାତୀ ଉଭୟଙ୍କୁ ଟାଣି ଆଣିବା ସହ ଦଳି ଦେଇଥିଲା । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଛି ।

   Related Posts