Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଆଉ ଜଣେ ଟିଏମସି ବିଧାୟକଙ୍କ ପରଲୋକ
  • ||
  • ୧୦ ଦିନର ଶିଶୁପୁତ୍ରକୁ ୧୦ ହଜାର ଟଙ୍କାରେ ବିକିଦେଲା ବାପା, ମାଳିସାହି ନିକଟରୁ ଉଦ୍ଧାର କଲା ପୋଲିସ
  • ||
  • ହତ୍ୟା କରି ଗଛରେ ଟାଙ୍ଗିଦେଲେ ! ସନ୍ଧ୍ୟାରେ ସାଙ୍ଗ ହୋଇ ମଦ ପିଇଲା ପରେ ଏମିତି ଘଟିଲା କ’ଣ ?
  • ||
  • ଯୁବକଙ୍କୁ ବୀଭତ୍ସ ହତ୍ୟା : ଖଣ୍ଡା ଓ ଫାର୍ସାରେ ବେକକୁ ହାଣିଦେଲେ ୪ ଦୁର୍ବୃତ୍ତ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ୧୨ ଫୁଟର ଅଜଗର ଉଦ୍ଧାର, କପିଳାସ ଜଙ୍ଗଲରେ ଛାଡିଲା ବନ ବିଭାଗ
  • ||
  • ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ମାଫିଆ ଗିରଫ
  • ||
  • ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ
  • ||

କେନ୍ଦୁଝର ସହରରୁ ୧୧ ଜଣ ଶିଶୁ ଶ୍ରମିକ ଉଦ୍ଧାର

1/09/2018 at 3:18 PM

କେନ୍ଦୁଝର ୧|୯: କେନ୍ଦୁଝର ସହରରୁ ୧୧ ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । କେନ୍ଦୁଝର ପୋଲିସ, ଶିଶୁ ସୁରକ୍ଷା କର୍ମୀ ଏବଂ ଶ୍ରମ ବିଭାଗ ମିଳିତ ଚଢ଼ାଉ କରି ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି । କେନ୍ଦୁଝର ସହରରେ ଥିବା ବିଭିନ୍ନ ହୋଟେଲ, ଢାବା ଆଦିରେ ଚଢାଉ କରି ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଶିଶୁ ମଙ୍ଗଳ ସମିତିରେ ହାଜର କରାଯିବ ।

   Related Posts