Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ, ୩୪୭୧ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କାମାକ୍ଷାନଗରରେ ଦୁଇ ସାହି ମଧ୍ୟରେ ଗୋଷ୍ଠୀ ସଙ୍ଘର୍ଷ : ଜଣେ ମୃତ, ୨ ଗୁରୁତର
  • ||
  • ନୟାଗଡ : ୫ ଦିନ ପରେ ମିଳିଳା ନିଖୋଜ ଶିଶୁକନ୍ୟାର ମୃତଦେହ, ଶରୀରଠୁ ଅଲଗା ହୋଇ ପଡିଛି ମୁଣ୍ଡ
  • ||
  • ଖୋର୍ଦ୍ଧା : ଠାକୁରପଡ଼ାରେ ଯୁବକଙ୍କୁ ନିର୍ମମ ହତ୍ୟା ଘଟଣା, ୩ ଗିରଫ
  • ||
  • ଭୁବନେଶ୍ୱର : ୧୮ ଓ ୧୯ରେ ବଢିବ ବର୍ଷା, ୨୦ରୁ ବଦଳିବ ପାଗ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

୩ ମାସର ଶିଶୁ ପାଇଁ ଭୁବନେଶ୍ବର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ

15/12/2018 at 11:37 AM

ଭୁବନେଶ୍ବର ୧୫|୧୨:  ଭୁବନେଶ୍ବର ବିମାନବନ୍ଦରରେ ଏକ ଇଣ୍ଡିଗୋ ଯାତ୍ରୀବାହୀ ବିମାନ ଜରୁରୀ ଅବତରଣ କରିଛି । ବିମାନରେ ଯାତ୍ରା କରୁଥିବା ଜଣେ ୩ ମାସର ଶିଶୁର ସ୍ବାସ୍ଥ୍ୟବସ୍ଥା ଅଚାନକ ଖରାପ ହେବା ଯୋଗୁଁ ବିମାନଟି ଜରୁରୀ ଅବତରଣ କରିବା ସହ ଅସୁସ୍ଥ ଶିଶୁକୁ ସ୍ଥାନୀୟ ଏକ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସକାଳ ୯ଟା ୨୭ମିନିଟ୍ ରେ ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିଥିଲା । ବିମାନ ଗୌହାଟୀରୁ ଚେନ୍ନାଇ ଯାଉଥିଲା ।

   Related Posts