Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଭିଜିଲାନ୍ସ ଜାଲରେ କୃଷି ବିଭାଗର କର୍ମଚାରୀ…

5/06/2020 at 12:46 PM

ସୁନ୍ଦରଗଡ୫/୬: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ କୃଷି ବିଭାଗ କର୍ମଚାରୀ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ। ସୁନ୍ଦରଗଡର ଅବସରପ୍ରାପ୍ତ କୃଷି ବିଭାଗ କର୍ମଚାରୀ ଫକୀର କର୍ଣ୍ଣଙ୍କ ସୁନ୍ଦରଗଡସ୍ଥିତ ବାସଭବନ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ବରଗଡ଼ ଅତାବିରା  ଏବଂ ଭୁବନେଶ୍ବରରେ ଥିବା ବାସଭବନରେ ଭିଜିଲାନ୍ସ ମଧ୍ୟ ଚଢ଼ାଉ ଜାରି ରଖିଛି। ସୁନ୍ଦରଗଡରେ ତାଙ୍କ ସ୍ତ୍ରୀଙ୍କ ନା ରେ ଥିବା ଏଏନଏମ, ଜିଏନଏମ ତଥା ମହେଶ୍ବରୀ ସାଇନ୍ସ କଲେଜରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି।

   Related Posts