Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ପୁରୀରେ ଏନକାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଦିବାନା ବେହେରା ଗୁରୁତର

25/08/2019 at 9:11 AM

ପୁରୀ ୨୫/୮: ପୁରୀ ନବକଳେବର ରୋଡରେ ପୋଲିସର ଏନକାଉଣ୍ଟର ହୋଇଛି । ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଦିବାନା ବେହେରା ଗୁରୁତର ହୋଇଛି । ଦିବାନାର ଡାହାଣ ଗୋଡରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ତାକୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।

 ଦିବାନା ନାଁରେ ପୁରୀର ବିଭିନ୍ନ ଥାନାରେ ରହିଛି ୨୦ରୁ ଉର୍ଦ୍ଧ୍ବ ମାମଲା । ଏନକାଉଣ୍ଟର ବେଳେ ଅପରାଧୀଙ୍କ ପକ୍ଷରୁ ମଧ୍ୟ ହୋଇଥିଲା ଗୁଳି ଚାଳନା ।  ଏଥିରେ ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନା ଆହତ ହୋଇଛନ୍ତି । ଥାନା ଅଧିକାରୀଙ୍କ ବାମ ପଟ ହାତରେ ଗୁଳି ବାଜିଛି ।

   Related Posts