Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ସିଲ୍‌ଭର୍‌ ସିଟି କଟକରେ କମିଶନରେଟ୍‌ ପୋଲିସ୍‌ର ଏନ୍‌କାଉଣ୍ଟର୍‌, ଶେଖ୍‌ବାବୁ ଆହତ

29/04/2021 at 10:35 PM

କଟକ, ୨୯/୦୪: ସିଲ୍‌ଭର୍‌ ସିଟି କଟକରେ ଏନ୍‌କାଉଣ୍ଟର୍‌ ହୋଇଥିବା ଜଣାପଡ଼ିଛି । କମିଶନ୍‌ରେଟ୍‌ ପୋଲସ୍‌ ଦ୍ୱାରା ଏହି ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି ।

ପୋଲିସ୍‌ ଗୁଳିରେ ଆପରାଧୀ ଶେଖ୍‌ବାବୁ ଆହତ ହୋଇଛି । ବାବୁର ବାମ ପଟ ଗୋଡ଼ରେ ଗୁଳି ବାଜିଛି । ବାବୁ ନାମରେ ବାଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା ସୂଚନା ମିଳିଛି ।

   Related Posts