Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ସିର୍ଲା ଜଙ୍ଗଲରେ ପୁଣି ଏନ୍‌କାଉଣ୍ଟର , ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ

7/07/2020 at 11:06 AM

କନ୍ଧମାଳ ୦୭।୦୭: କନ୍ଧମାଳ ତୁମୁଡିବନ୍ଧ ସିର୍ଲା ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କନ୍ଧମାଳ ଏସ୍‌ପିଙ୍କ ନେତୃତ୍ବରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷାକର୍ମୀମାନେ ମାଓ କ୍ୟାମ୍ପ ଉଡାଇଦେଇଛନ୍ତି ।

ସେହିପରି ଗତ ରବିବାର ଦିନ ଏନକାଉଣ୍ଟରରେ ୪ କ୍ୟାଡର ମାଓବାଦୀ ନିହତ ହୋଇଥିଲେ । ଘଟଣାସ୍ଥଳରେ ୪ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ଅନ୍ୟମାନେ ଖସି ପଳାଇଥିଲେ। ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିଲା । ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ମାଓ କ୍ୟାମ୍ପ କରିଥିବା ଜଣାପଡିଛି । ଏବେ ସେଠାରେ କମ୍ବିଂ ଅପରେସନ ଜାରି ରହିଛି। 

   Related Posts