Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ଟ୍ରେନ: ଶିରିଡି-ପୁରୀ ଏକ୍ସପ୍ରେସ ବଗିରୁ ଅଲଗା ହେଲା ଇଞ୍ଜିନ

30/09/2019 at 11:13 PM

ଭୁବନେଶ୍ୱର – ଶିରିଡି-ପୁରୀ ଏକ୍ସପ୍ରେସ ଅଳ୍ପକେ ଏକ ଦୁର୍ଘଟଣାରୁ ବର୍ତ୍ତିଯାଇଛି । ଶିରିଡିରୁ ପୁରୀ ଫେରୁଥିବା ବେଳେ ଡେଲାଙ୍ଗ ଷ୍ଟେସନ ନିକଟରେ ଏହି ଅଘଟଣ ଘଟିଛି।

ଟ୍ରେନଟି ଟ୍ରାକ ପରିବର୍ତ୍ତନ କରି ପୁରୀ ଆଡକୁ ଯାଉଥିବା ବେଳେ ଇଞ୍ଜିନ ବଗିରୁ ଅଲଗା ହୋଇଯାଇଥିଲା । ଇଞ୍ଜିନ ବଗିର ଅଲଗା ହୋଇ ୨୦ ୦ରୁ ୩୦୦ ମିଟର ଆଗକୁ ପଳାଇଥିଲା । ପରେ ଇଞ୍ଜିନକୁ ବଗି ସହ ସଂଯୋଗ କରାଯାଇଛି। ଅଳ୍ପରେ ଏକ ବଡ ଦୁର୍ଘଟଣାରୁ ଯାତ୍ରୀମାନେ ରକ୍ଷା ପାଇଯାଇଛନ୍ତି ।

   Related Posts