Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଟି-୨୦ ବିଶ୍ଵ କପ୍ ଓ୍ଵାର୍ମ ଅପ୍ ମ୍ୟାଚ୍: ଭାରତକୁ ୧୮୯ ରନ ଟାର୍ଗେଟ୍ ଦେଲା ଇଂଲଣ୍ଡ

18/10/2021 at 9:11 PM

ଦୁବାଇ ୧୮।୧୦: ଟି-୨୦ ବିଶ୍ଵ କପ୍ ଆରମ୍ଭ ହୋଇ ଯାଇଛି। ଅନ୍ୟପଟେ ସୁପର ୧୨ର ଦଳଗୁଡିକ ମଧ୍ୟରେ ଓ୍ଵାର୍ମ ଅପ୍ ମ୍ୟାଚ୍ ଆଜି ଖେଳା ଯାଇଛି। ଦୁବାଇରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଓ୍ଵାର୍ମ ଅପ୍ ମ୍ୟାଚ୍‌ରେ ଇଂଲଣ୍ଡ ୫  ଓ୍ଵିକେଟ୍ ହରାଇ ୧୮୮ ରନ କରିଛି। ଦଳ ପକ୍ଷରୁ ଜୋନି ବେୟାରଷ୍ଟୋ ସର୍ବାଧିକ ୪୯ ରନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଲିୟାମ ଲିଭିଙ୍ଗଷ୍ଟୋନ ୩୦ ଏବଂ  ମୋଇନ ଅଲ୍ଲୀ ଦ୍ରୁତ ଅପରାଜିତ ୪୩ ରନର ଇନିଂସ ଖେଳିଛନ୍ତି। ଭାରତ ପକ୍ଷରୁ ମହମ୍ମଦ ଶାମି ୩ ଓ୍ଵିକେଟ୍ ନେଇଛନ୍ତି। ଯଶପ୍ରୀତ ବୁମରା ଓ ରାହୁଲ ଚହର ପ୍ରତ୍ୟେକଙ୍କୁ ଗୋଟିଏ ଓ୍ଵିକେଟ୍ ମିଳିଛି। ହେଲେ ଓ୍ଵାର୍ମ ଅପ୍ ମ୍ୟାଚ୍‌ରେ ଯଶପ୍ରୀତ ବୁମରାଙ୍କୁ ବାଦ୍ ଦେଲେ ବାକି ସବୁ ବୋଲର ମହଙ୍ଗା ସାବ୍ୟସ୍ତ ହୋଇଛନ୍ତି।

   Related Posts