Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||
  • ସୋନପୁର : ସାମାନ୍ୟ ପାଟିତୁଣ୍ଡରୁ ହତ୍ୟା, ବାପାକୁ ମାରି ପୋତିଦେଲା ପୁଅ !
  • ||
  • ଝାରସୁଗୁଡା : ପରିବାରର ୪ ଜଣଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାର ମୃତ୍ୟୁ
  • ||
  • ପୁଣି ଲଜ୍ଜା : ଯୁବତୀଙ୍କୁ କାମ କରିବାକୁ ଡାକିନେଇ ଗଣଦୁଷ୍କର୍ମ, ଥାନାରେ ଏତଲା ଦେଲେ ପୀଡିତା
  • ||
  • ଅପରେସନ୍ ଗ୍ରୀନ୍ କ୍ଲିନ୍ : ୨୦ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ
  • ||

ରାଜଧାନୀରୁ ଠକ ବିଲଡର ଗିରଫ

7/08/2018 at 11:17 AM

ଭୁବନେଶ୍ୱର ୭/୮ : ରାଜଧାନୀରୁ ଠକେଇ ଅଭିଯୋଗରେ ଜଣେ ବିଲଡରଙ୍କୁ ଗିରଫ କରାଯାଇଛି | କ୍ରାଇମ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଆଜି ନୟାପଲ୍ଲୀ ଆଇଆରସି ଭିଲେଜ ଅଂଚଳରେ ଥିବା ଜି-ଇନଫ୍ରା କନଷ୍ଟ୍ରକସନର ଏମଡି ପ୍ରସନ୍ନ କୁମାର ପାତ୍ରଙ୍କୁ ଗିରଫ କରିଛି | ତାଙ୍କ ବିରୋଧରେ ଗ୍ରାହକଙ୍କ ଠୁ ୧୨ କୋଟି ଟଙ୍କା ଥକି ନେଇଥିବା ଅଭିଯୋଗ ହୋଇଥିଲା | ଜଟଣୀ ତହସିଲ ଅନ୍ତର୍ଗତ କାଂଶପଦା ଠାରେ ପ୍ଲଟ ଦେବା ନାଁରେ ସେ ଟଙ୍କା ଥକି ନେଇଥିବା ଗ୍ରାହକମାନେ ଅଭିଯୋଗ କରିଥିଲେ |

   Related Posts