Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୁତୟନ

20/10/2020 at 10:39 AM

ପୁରୀ ୨୦।୧୦: ତାଳବଣିଆସ୍ଥିତ ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ୩୫ଟି ଦୋକାନ ଘରର ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ୨ ଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଥିବା ବେଳେ ଘଟଣାସ୍ଥଳରେ ଉପଜିଲ୍ଲାପାଳଙ୍କ ସମେତ ପୋଲିସ ଅଧିକାରୀ ଉପସ୍ଥିତ ରହିଛନ୍ତି । ଏହାସହ ସୁରକ୍ଷା ଦୃଷ୍ଟିରୁ ଘଟଣାସ୍ଥଳରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ବିପଦ ଶଙ୍କୁଳ ଥିବା ଦର୍ଶାଇ ନିର୍ମାଣ ଚାଲିଥିବା ଷ୍ଟାଡିୟମ୍‌କୁ ଲାଗି ରହିଥିବା ଦୋକାନ ଘର ଉଚ୍ଛେଦ ପାଇଁ  ହୋଇଥିଲା ନୋଟିସ୍‌  । ଉଚ୍ଛେଦ ପୂର୍ବରୁ ଦୋକାନ ଘର ଖାଲି କରିବାକୁ ୭ ଦିନ ପୂର୍ବରୁ ନୋଟିସ୍ କରାଯାଇଥିଲା । ଏହିପ୍ରରିପେକ୍ଷୀରେ ଆଜି ଷ୍ଟାଡିୟମ ନିକଟରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି ।

   Related Posts