Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଲିଙ୍ଗରାଜ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ

9/12/2019 at 11:29 AM

ଭୁବନେଶ୍ବର ୯।୧:  ଭୁବନେଶ୍ବର ଶ୍ରୀଲିଙ୍ଗରାଜ ମନ୍ଦିର ନିକଟବର୍ତ୍ତୀ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ମନ୍ଦିରର ଚାରିପାଖରେ ଥିବା ସରକାରୀ ଜମିକୁ ଜବରଦଖଲ କରି ନିର୍ମାଣ ହୋଇଥିବା ଦୋକାନ ଘର ଏବଂ କୋଠା ଭଙ୍ଗାଯିବ । ଏହା ପୂର୍ବରୁ ଉଠାଦୋକାନୀ ତଥା ଅସ୍ଥାୟୀ ଦୋକାନୀମାନେ ନିଜର କ୍ୟାବିନ ଉଠାଇ ନେଇଛନ୍ତି ।

ସେହିପରି ସ୍ଥାୟୀ ଦୋକାନୀମାନେ ଆଗକୁ ବଢ଼ାଇଥିବା ନିର୍ମାଣ କାଢ଼ି ଦେଇଛନ୍ତି । ପୂର୍ବରୁ ପ୍ରଶାସନ ପକ୍ଷରୁ ମାପଚୁପ କରି ଯେଉଁ ଅନୁସାରେ ଚିହ୍ନ ଦେଇଥିଲା ସେହି ଅନୁଯାୟୀ ଭଙ୍ଗାଯିବ । ତେବେ ବ୍ୟବସାୟୀ ସଂଘ ପ୍ରଶାସନକୁ ଚେତାବନୀ ଦେଇଛି ।

   Related Posts