Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଥିବା ଦୋକାନ ଖାଲି କରିବାକୁ ନୋଟିସ୍

26/08/2019 at 1:16 PM

ପୁରୀ ୨୬/୮: ଶ୍ରୀମନ୍ଦିର ଚତୁଃପାର୍ଶ୍ବରୁ ୭୫ ମିଟର ଉଚ୍ଛେଦ ଘୋଷଣାକୁ କାର୍ଯ୍ୟକାରୀ କରିବାକୁ ଅଣ୍ଟା ଭିଡିଛି ଜିଲ୍ଲା ପ୍ରଶାସନ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଥିବା ଦୋକାନ ଘର ଗୁଡିକୁ ଆଜି ଦିନ ଗୋଟାଏ ସୁଦ୍ଧା ଖାଲି କରିବାକୁ  ନୋଟିସ ଜାରି କରାଯାଇଛି । ନଚେତ୍ ଦୋକାନ ଘର ଗୁଡିକୁ ଭାଙ୍ଗି ଦିଆଯିବ ବୋଲି କୁହଯାଇଛି ।

  ଗତକାଲି  ପ୍ରଶାସନିକ ଅଧିକାରୀ, ପୋଲିସ ଅଧିକାରୀ, ଦୋକାନୀ ଓ ମଠର ପରିଚାଳକମାନଙ୍କୁ ବୁଲି ବୁଲି ଏନେଇ ଅବଗତ କରାଇଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ  ଲଙ୍ଗୁଳି ମଠ ଓ ଏହାର ଦୋକାନ ଘର ଗୁଡିକୁ ଭାଙ୍ଗିବାକୁ ନିଷ୍ପତ୍ତି ନିଆଯାଇଛି ।ଏମାର ମଠର ରଘୁନନ୍ଦନ ଲାଇବ୍ରେରୀ ଓ ଏମାର ମଠ ଚକଡା ଉପରେ ଥିବା ସମସ୍ତ ଦୋକାନ ଘର ଗୁଡିକୁ ଭାଙ୍ଗିବା ପାଇଁ ସୂଚନା ଜାରି କରାଯାଇଛି।

   Related Posts