Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି : ବିଭିନ୍ନ ବୁଥ୍‌କୁ ପଠାଯାଉଛି ଇଭିଏମ୍ ଓ ଭିଭିପାଟ୍ ମେସିନ୍

27/04/2019 at 3:26 PM

ଜଗତସିଂହପୁର ୨୭|୪: ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚାଲିଛି । ଏସଭିଏମ କଲେଜରୁ ବିଭିନ୍ନ ବୁଥକୁ ପଠାଯାଉଛି ଇଭିଏମ୍ ଓ ଭିଭିପାଟ୍ ମେସିନ୍ । ଜିଲ୍ଲାର ୪ଟି ଯାକ ବିଧାନସଭା ଆସନରେ ମୋଟ୍ ହଜାରେ ୪୭ଟି ବୁଥରେ ଭୋଟ୍ ଗ୍ରହଣ ହେବ । ସେଥିପାଇଁ  ମୋଟ୍ ୭ହଜାର ୩ ଶହ ୨୯ଜଣ ପୋଲିଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।

ଜିଲ୍ଲାରେ ମୋଟ୍ ୯ ଲକ୍ଷ ୧୬ ହଜାର ୮୧୨ଜଣ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରୁ ୪ ଲକ୍ଷ ୮୧ ହଜାର ୬୭୭ ଜଣ ପୁରୁଷ ଭୋଟର ଥିବା ବେଳେ ୪ ଲକ୍ଷ ୩୫ ହଜାର ୨୩ ଜଣ ମହିଳା ଭୋଟର, ୧୧୨ ଜଣ ଅନ୍ୟାନ୍ୟ ଓ ୩୩ ହଜାର ୮୭୫ଜଣ ଭିନ୍ନକ୍ଷମ ଭୋଟର ଅଛନ୍ତି ।

ନିର୍ବାଚନକୁ ମୁକ୍ତ ଅବାଧ ନିରପେକ୍ଷ ତଥା ଶାନ୍ତି ଶୃଙ୍ଖଳାରେ କରିବାକୁ ଜିଲ୍ଲା ପ୍ରଶାସନ ତଥା ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଜିଲ୍ଲାପାଳ କହିଛନ୍ତି ।

   Related Posts