Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ

24/01/2021 at 10:16 PM

ବେଗୁନିଆ୨୪/୧: ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ। ୬୭ ବର୍ଷ ବୟସରେ ଆଖି ବୁଜି ଦେଲେ ସୁରେନ୍ଦ୍ର। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନାଥାଉକି ୯୦ ଦଶକରେ  ଜନତା ଦଳରୁ ନିର୍ବାଚନ ଲଢ଼ି ସୁରେନ୍ଦ୍ର ନିର୍ବାଚିତ ହୋଇଥିଲେ। ବିଭିନ୍ନ ସାମାଜିକ କାର୍ଯ୍ୟରେ ପ୍ରତ୍ୟେକ୍ଷ ଭାବେ ସେ ଜଡିତ ଥିଲେ। ସେ ଜଣେ ପରୋଉକାରୀ ମଣିଷ ମଧ୍ୟ ଥିଲେ। ତାଙ୍କ ଦେହାନ୍ତ ପରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି।

   Related Posts