ଯାଜପୁରର ପୂର୍ବତନ ବିଧାୟକ ସୂର୍ଯ୍ୟମଣି ଜେନାଙ୍କ ପରଲୋକ
13/06/2018 at 7:09 AM

ଯାଜପୁରର ପୂର୍ବତନ ବିଧାୟକ ସୂର୍ଯ୍ୟମଣି ଜେନାଙ୍କ ପରଲୋକ ହୋଇଛି | ଆଜି ସକାଳେ ଯାଜପୁରସ୍ଥିତ ବାସଭବନରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି | ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା |
Related Posts
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021
ଚୋରା ଚାଲାଣ କରୁଥିବା ୩ଟି ଲୁହାପଥର ବୋଝେଇ ଟ୍ରଲର ଜବତ, ୩ ଗିରଫ
24 February 2021