ତିନି ଦିନିଆ ଓଡିଶା ଗସ୍ତରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ, ଭୁବନେଶ୍ବର ବିମାନ ବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା

Published By : Prameya-News7 Bureau | July 29, 2019 IST

ଭୁବନେଶ୍ବର୨୯|୭:   ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ । ଏକ ଅନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ଭୁବନେଶ୍ବର ଆସିଥିବା ଜଣାପଡିଛି ।

{"id":138508}

ଆଜି ସକାଳ ୧୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଓଡିଶା ଇଣ୍ଟରନ୍ୟାସନାଲ୍‌ ସେଣ୍ଟର ତଥା ଓଁକାର ନାଥ ମିଶନ୍ ଓଡିଶା ଶାଖା ତରଫରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

{"id":138509}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.