Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ତିନି ଦିନିଆ ଓଡିଶା ଗସ୍ତରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ, ଭୁବନେଶ୍ବର ବିମାନ ବନ୍ଦରରେ ଭବ୍ୟ ସମ୍ବର୍ଦ୍ଧନା

29/07/2019 at 12:44 PM

ଭୁବନେଶ୍ବର୨୯|୭:   ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ । ଏକ ଅନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ଭୁବନେଶ୍ବର ଆସିଥିବା ଜଣାପଡିଛି ।

ଆଜି ସକାଳ ୧୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଓଡିଶା ଇଣ୍ଟରନ୍ୟାସନାଲ୍‌ ସେଣ୍ଟର ତଥା ଓଁକାର ନାଥ ମିଶନ୍ ଓଡିଶା ଶାଖା ତରଫରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

   Related Posts