Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଭରତପୁର ବସ୍ତିରେ ଚାଲିଥିଲା ଚୋରା ମଦ ବେପାର, ଚଢାଉ ବେଳେ ଆକ୍ରମଣର ଶିକାର ହେଲେ ଅବକାରୀ ଓ ପୋଲିସ କର୍ମଚାରୀ

3/06/2021 at 1:21 PM

ଭୁବନେଶ୍ବର ୩।୬: ଚୋରା ମଦ ଜବତ କରିବାକୁ ଯାଇ ଆକ୍ରମଣର ଶିକାର ହେଲେ ଅବକାରୀ ଓ ପୋଲିସ କର୍ମଚାରୀ । ଭୁବନେଶ୍ବର ଭରତପୁର ବସ୍ତିରେ ଚାଲିଥିଲା ଦେଶୀ ମଦ ବେପାର । ଖବର ପାଇ ଅବକାରୀ କର୍ମଚାରୀ ଚଢାଉ କରିଥିଲେ । ଚଢାଉ ବେଳେ ଭରତପୁର ବସ୍ତି ଲୋକେ ଅବକାରୀ ବିଭାଗ କର୍ମଚାରୀଙ୍କ ଗାଡି ଭଙ୍ଗାରୁଜା କରିଥିଲେ । ଏଥିରେ ଅବକାରୀ ବିଭାଗର ୫ ଜଣ କର୍ମଚାରୀ ଆହତ ମଧ୍ୟ ହୋଇଛନ୍ତି ।

   Related Posts