Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଅବକାରୀ ବିଭାଗର ଚଢ଼ାଉ, ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ, ୨ ଗିରଫ

25/11/2020 at 10:06 PM

ପାଟଣା ୨୫।୧୧:  ପାଟଣା ଅବକାରୀ ବିଭାଗ ପକ୍ଷରୁ ବୁଧବାର  ଅସ୍ତଯୋଡି ଓ ଉଦୟପୁର ଗ୍ରାମରେ ଚଢ଼ାଉ କରି ବିପୁଳ ପରିମାଣର ଦେଶୀ ଓ ମହୁଲି ମଦ ଜବତ କରାଯିବା ସହିତ ବେଆଇନ ମଦ ବିକ୍ରି ଅଭିଯୋଗ ରେ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଉଦୟପୁର ଗ୍ରାମର ଆଦିତ୍ୟ ପୋହି ଓ ଅସ୍ତଯୋଡି ଗ୍ରାମର ସନୁ ମୁଣ୍ଡା ଏହି ଚଢ଼ାଉ ରେ ପାଟଣା ଅବକାରୀ ବିଭାଗର ସମସ୍ତ କର୍ମଚାରୀ ସାମିଲ ଥିଲେ।

   Related Posts