Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଳାତକ ବିଜୟ ମାଲ୍ୟାକୁ ଦେବାଳିଆ ଘୋଷଣା କଲେ ଲଣ୍ଡନ ହାଇକୋର୍ଟ
  • ||
  • ଅକ୍ଟୋବର ୩ରେ JEE ଆଡଭାନ୍ସଡ୍‌ ପରୀକ୍ଷା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘୋଷଣା
  • ||
  • ଭୁବନେଶ୍ବରରୁ ଦିନକରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୧ ସୁସ୍ଥ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୦୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୮୯ ଡିସଚାର୍ଜ
  • ||
  • ପେଗାସସ ତାଲିକାରେ ଇଡି ଅଫିସର, ବିଏସଏଫର ପୂର୍ବତନ ଡିଜି ଓ କେଜ୍ରିଓ୍ଵାଲଙ୍କ ସହଯୋଗୀଙ୍କ ନାମ
  • ||
  • ଧର୍ମେନ୍ଦ୍ରଙ୍କୁ କର୍ଣ୍ଣାଟକ ପର୍ଯ୍ୟବେକ୍ଷକ ଦାୟିତ୍ଵ, ଦୂର କରିବେ ଅସ୍ଥିରତା !
  • ||
  • ପୁରୀ : ପୁରୀ ବଳିଆପଣ୍ଡାରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍’ ଆରମ୍ଭ
  • ||
  • ସାଲେପୁର : ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଶାରିରୀକ ସମ୍ପର୍କ, ବିବାହ ପାଇଁ କହିବାରୁ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କଲେ ଯୁବକ !
  • ||
  • ସାଲେପୁର : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦମ୍ପତ୍ତି ଗୁରୁତର
  • ||
  • ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସିତ, ଜଳସ୍ତର ୬୦୯.୯୩ ଫୁଟ
  • ||

ଅବକାରୀ ବିଭାଗର ଚଢାଉ : ୮୦କେ.ଜି. ଭାଙ୍ଗ ଜବତ, ୩ ହଜାର ଲିଟର ପୋଚ ନଷ୍ଟ

7/08/2020 at 3:17 PM

ପୁରୀ ୭।୮: ପୁରୀ ଅବକାରୀ ବିଭାଗ ପକ୍ଷରୁ ଚଢାଉ । ୮୦ କେ.ଜି. ଭାଙ୍ଗ ଜଗତ କରାଯିବା ସହ ୩ ହଜାର ଲିଟର ପୋଚ ନଷ୍ଟ କରାଯାଇଛି ।

ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ମୋବାଇଲ ସ୍କ୍ବାର୍ଡର ବନ୍ଦନା ପଟ୍ଟନାୟକଙ୍କ ନେତୃତ୍ବରେ ଚନ୍ଦନପୁର ଅଞ୍ଚଳରେ ଚଢାଉ କରି ୮୦ କେ.ଜି. ଭାଙ୍ଗ ଜବତ କରିବା ସହ ସଦାଶିବ ସାହୁଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ସେହିପରି ଗେଣ୍ଡାପଡା ଅଞ୍ଚଳରେ ଚଢାଉ କରି ୩ହଜାର ଲିଟର ପୋଚ ନଷ୍ଟ କରାଯାଇଛି ।

   Related Posts