Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ , ୮୦ ଲିଟର ଦେଶୀ ମଦ ଜବତ

7/11/2020 at 1:48 PM

ରାଇରଙ୍ଗପୁର ୦୭।୧୧ : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପଖଣ୍ଡର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ। ବ୍ୟାପକ ପରିମାଣରେ ମଦରନ୍ଧା ସରଞ୍ଜାମ, ଦେଶୀ ମଦ ଜବତ କରିବା ସହ ପ୍ରଚୁର ପରିମାଣରେ  ମହୁଲପୋଚ ମଧ୍ୟ ନଷ୍ଟ କରାଯାଇଛି।

ମୟୁରଭଂଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ପିଠାକୁଟୁଣି ଓ ରାଖାସାହି ଗ୍ରାମରୁ ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ଚଢ଼ାଉରେ ବ୍ୟାପକ ପରିମାଣର ମଦରନ୍ଧା ସରଞ୍ଜାମ ଜବତ କରିବା ସହ ୮୦ ଲିଟର ଦେଶୀ ମଦ ଜବତ କରାଯାଇଛି ।

ତା ସହିତ ମୋଟ୍ ୨୬୦୦ କିଲୋଗ୍ରାମ ମହୁଲ ପଚ ମଧ୍ୟ ନଷ୍ଟ କରାଯାଇଛି। ଅବକାରୀ ବିଭାଗର ଆରକ୍ଷୀ ଅଧିକ୍ଷକ ପୁରୁଷୋତ୍ତମ ଧାରୁଆଙ୍କ ନିର୍ଦ୍ଦେଶକ୍ରମେ ରାଇରଙ୍ଗପୁର ଅବକାରୀ ବିଭାଗର ଭାରପ୍ରାପ୍ତ ଅଧିକାରୀ ହରିହର ସିଂ ସଦଳ ବେଳେ ଚଢ଼ାଉ କରିଥିବା ଜଣାପଡିଛି।

   Related Posts