Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଅବକାରୀ ବିଭାଗର ଚଢାଉ, ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ

14/08/2020 at 3:30 PM

ଆଠଗଡ ୧୪।୮: ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢାଉ । ଡ଼ାଳୁଆ ସଂରକ୍ଷିତ ଜଙ୍ଗଲ ଭୋଗୁଆ କୃଷ୍ଣଚନ୍ଦ୍ରପୁର ଗ୍ରାମରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ମଦ ଜବତ କରିବା ସହ ପୋଚ ନଷ୍ଟ କରାଯାଇଛି । ଭୋଗୁଆ ଗ୍ରାମରେ ଏହି ଦେଶୀ ମଦଭାଟି ପୋଲିସ ପ୍ରଶାସନର ନାକ ତଳେ ଚାଲିଥିବ ବେଳେ ଏଠାରେ ବେଧଡକ ଖୁଲମଖୁଲା ଚାଲିଛି ଏହିମଦ ରନ୍ଧା । ଏହାକୁ ବିରୋଧ କରି ଶିକ୍ଷିତ ଯୁବପିଢୀ ଓ ବୁଦ୍ଧିଜୀବୀ ମହଲରେ କ୍ଷୋଭ ପ୍ରକାଶ କରିବା ସହ ଏମିତି ଅଭିଯୋଗ କରିବା ଫଳରେ ତାଙ୍କ ଜୀବନ ପ୍ରତି ବିପଦ ଥିବା କହିଛନ୍ତି ଅଞ୍ଚଳବାସୀ ।

ଆଠଗଡ଼ ଅବକାରୀ ନିରୀକ୍ଷକ ସଞ୍ଜୀତ କୁମାର ବାର୍ଲାଙ୍କ ନେତୃତ୍ବରେ ୮ଟି ମଦ ଭାଟି ଉପରେ ଚଢ଼ାଉ କରାଯାଇ ୪୬୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ ୧୨୪୮୦ ଲିଟର ପୋଚ ନଷ୍ଟ କରାଯାଇଛି । ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ, ଖବର ପାଇ ମଦ ରାନ୍ଧୁଥିବା ଲୋକ ସେଠାରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି ।

   Related Posts